Masthead

ରିପୋର୍ଟରେ ବହୁତ କିଛି ଲିପାପୋତି ହୋଇଛି: ସାଲୁଜା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ ଟ୍ରାଜେଡିକୁ ନେଇ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପ୍ରତିକ୍ରିୟା । ଟ୍ରେନ ଟ୍ରାଜେଡି ରିପୋର୍ଟ ଆସିବା ପରେ ଅଭିଯୋଗ ଆଣିଛନ୍ତି ସାଲୁଜା । କହିଛନ୍ତି ଘଟଣାକୁ ଲିପାପୋତି କରି ଦିଆଯାଇଛି । ଷ୍ଟେସନ ମାଷ୍ଟର ମୁଣ୍ଡ ଉପରେ ଦୋଷ ଲଦି ଦେବାକୁ ଚେଷ୍ଟା କରାଯାଉଛି । ଷଡ଼ଯନ୍ତ୍ର ହୋଇଛି ବୋଲି ସେହି ସମୟରେ ରେଳ ମନ୍ତ୍ରୀଙ୍କ ଠୁ ନେଇ ସମସ୍ତ ଅଧିକାରୀ କହିଥିଲେ । କ’ଣ ଷଡ଼ଯନ୍ତ୍ର ଓ କାହିଁକି ହେଲା ତାକୁ ଲୁଚେଇବାକୁ ସିଗନାଲ ତ୍ରୁଟି ଦେଖା ଯାଉଛି । ରିପୋର୍ଟରେ ବହୁତ କିଛି ଲିପାପୋତି ହୋଇଛି । ସୁରକ୍ଷା ଦିଗରେ ରେଳ ବିଭାଗ ସମ୍ପୂର୍ଣ୍ଣ ବିଫଳ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ