ରିପୋର୍ଟରେ ବହୁତ କିଛି ଲିପାପୋତି ହୋଇଛି: ସାଲୁଜା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ ଟ୍ରାଜେଡିକୁ ନେଇ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପ୍ରତିକ୍ରିୟା । ଟ୍ରେନ ଟ୍ରାଜେଡି ରିପୋର୍ଟ ଆସିବା ପରେ ଅଭିଯୋଗ ଆଣିଛନ୍ତି ସାଲୁଜା । କହିଛନ୍ତି ଘଟଣାକୁ ଲିପାପୋତି କରି ଦିଆଯାଇଛି । ଷ୍ଟେସନ ମାଷ୍ଟର ମୁଣ୍ଡ ଉପରେ ଦୋଷ ଲଦି ଦେବାକୁ ଚେଷ୍ଟା କରାଯାଉଛି । ଷଡ଼ଯନ୍ତ୍ର ହୋଇଛି ବୋଲି ସେହି ସମୟରେ ରେଳ ମନ୍ତ୍ରୀଙ୍କ ଠୁ ନେଇ ସମସ୍ତ ଅଧିକାରୀ କହିଥିଲେ । କ’ଣ ଷଡ଼ଯନ୍ତ୍ର ଓ କାହିଁକି ହେଲା ତାକୁ ଲୁଚେଇବାକୁ ସିଗନାଲ ତ୍ରୁଟି ଦେଖା ଯାଉଛି । ରିପୋର୍ଟରେ ବହୁତ କିଛି ଲିପାପୋତି ହୋଇଛି । ସୁରକ୍ଷା ଦିଗରେ ରେଳ ବିଭାଗ ସମ୍ପୂର୍ଣ୍ଣ ବିଫଳ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ