Masthead

ବିଜେଡି ନେତାଙ୍କ ମନ୍ତବ୍ୟ ଲୋକଙ୍କ ଭିତରେ ସନ୍ଦେହ ସୃଷ୍ଟି କରୁଛି: ସନ୍ତୋଷ ସିଂ ସାଲୁଜା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବିଜେଡିର ବରିଷ୍ଠ ନେତାଙ୍କ ମନ୍ତବ୍ୟ ଲୋକଙ୍କ ଭିତରେ ସନ୍ଦେହ ସୃଷ୍ଟି କରୁଛି । ସେଥିପାଇଁ ମୁଖ୍ୟମନ୍ତ୍ରୀ ନିଜେ ସ୍ପଷ୍ଟୀକରଣ ଦେବା ଦରକାର କି ସେ ସୁସ୍ଥ ଅଛନ୍ତି ଏବଂ ଓଡ଼ିଶାର ଶାସନ ସେ ହିଁ ସମ୍ଭାଳୁଛନ୍ତି ବୋଲି କହିଛନ୍ତି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା । ସେ କହିଛନ୍ତି ଓଡ଼ିଶାବାସୀ ମୁଖ୍ୟମନ୍ତ୍ରୀଙ୍କୁ ଭୋଟ ଦେଇଛନ୍ତି ।

ଲୋକେ ଚାହୁଁଛନ୍ତି ମୁଖ୍ୟମନ୍ତ୍ରୀ ଆସନ୍ତୁ । କିନ୍ତୁ ଓଡ଼ିଶାରେ ଗୋଟେ ଦୁର୍ଭାଗ୍ୟ ଜନକ ସ୍ଥିତି ସୃଷ୍ଟି ହୋଇଛି । ମନ୍ତ୍ରୀ ମାନେ ଅଫିସର ଗସ୍ତ ଲାଗି ବ୍ୟବସ୍ଥା କରୁଛନ୍ତି । ଭାରତର କୌଣସି ରାଜ୍ୟରେ ଏହି ବ୍ୟବସ୍ଥା ନାହିଁ । କାରଣ ଭାରତର ସବୁ ଜାଗାରେ ଗଣତାନ୍ତ୍ରିକ ଶାସନ ଚାଲିଛି । ଓଡ଼ିଶାରେ ଅଫିସରି ଶାସନ ଚାଲିଛି ବୋଲି ଏହି ପରିସ୍ଥିତି ସୃଷ୍ଟି ହୋଇଛି । ଯାହା କି ସମ୍ପୂର୍ଣ୍ଣ ଅସମ୍ବିଧାନିକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି