Masthead

ପାୱାର ରାଜ୍ୟ ରାଜନୀତିର ପ୍ରାଣ: ସଞ୍ଜୟ ରାଉତ

ବାଲାସାହେବ ଠାକରେ ମଧ୍ୟ ଏହି ଭଳି ପଦରୁ ଇସ୍ତଫା ଦେଇଥିଲେ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଶରଦ ପାୱାର ଇସ୍ତଫାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସଞ୍ଜୟ ରାଉତ । ସେ କହିଛନ୍ତି ବାଲାସାହେବ ଠାକରେ ମଧ୍ୟ ଏହି ଭଳି ପଦରୁ ଇସ୍ତଫା ଦେଇଥିଲେ । ଶରଦ ପାୱାରଙ୍କୁ ଦଳର କିଛି ନେତା ପଦ ଛାଡ଼ିବା ଚାପ ପକାଉଥିବା ସଞ୍ଜୟ ରାଉତ କହିଛନ୍ତି । ସେ କହିଛନ୍ତି ଇତିହାସର ପୁନରାବୃତି ହୋଇଛି । ସେତେବେଳେ ଶିବସେନାର ଭଲ ପାଇବା ଯୋଗୁଁ ବାଲାସାହେବ ନିଷ୍ପତ୍ତି ପ୍ରତ୍ୟାହାର କରିଥିଲେ ।

ବାଲାସାହେବଙ୍କ ପରି ପାୱାର ମଧ୍ୟ ରାଜ୍ୟ ରାଜନୀତିର ପ୍ରାଣ ବୋଲି ସଞ୍ଜୟ ରାଉତ ଟ୍ୱିଟ କରିଛନ୍ତି। ପାୱାରଙ୍କୁ ବାଲାସାହେବଙ୍କ ସହିତ ତୁଳନା କରିଛନ୍ତି । ଖରାପ ରାଜନୀତି ଏବଂ ଅଭିଯୋଗ କାରଣରୁ ଇସ୍ତଫା ଦେଇଥିଲେ ବାଲାସାହେବ । ଶରଦ ପାୱାର ଇସ୍ତଫା ଦେବା ପରେ ମହାରାଷ୍ଟ୍ର ରାଜନୀତିରେ ହଇଚଇ ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ