Masthead

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

ଯାଜପୁର (ବଡ଼ ଖବର ବ୍ୟୁରୋ): ସରପଞ୍ଚଙ୍କ ବିରୋଧରେ ଉଠିଲା ଅନାସ୍ଥା ପ୍ରସ୍ତାବ । ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ ଲଷ୍ମୀନଗର ପଞ୍ଚାୟତର ସରପଞ୍ଚ ଗାୟତ୍ରୀ ସାହୁଙ୍କ ବିରୋଧରେ ୧୪ଜଣ ୱାର୍ଡମେମ୍ବର ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି । ସୋମବାର ଜିଲ୍ଲା ପ୍ରଶାସନ ନିକଟରେ ଫେରାଦ ଦେଇଛନ୍ତି । ସରପଞ୍ଚଙ୍କ ସ୍ୱାମୀ ପଞ୍ଚାୟତରେ ଦାଦାଗିରି କରୁଥିବା ଅଭିଯୋଗ କରିଛନ୍ତି ୱାର୍ଡମେମ୍ବରମାନେ । ଗାୟତ୍ରୀଙ୍କ ସ୍ୱାମୀ ପ୍ରଫୁଲ୍ଲ ସାହୁ ପଞ୍ଚାୟତର ସମସ୍ତ କାର୍ଯ୍ୟରେ ହସ୍ତକ୍ଷେପ କରୁଛନ୍ତି । ଯାହାକୁ ନେଇ ଦୀର୍ଘଦିନ ହେବ ପଞ୍ଚାୟତରେ ଅସନ୍ତୋଷ ଲାଗି ରହିଥିଲା । ସୋମବାର ଜିଲ୍ଲାପାଳଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ