Masthead

ସର୍ଦ୍ଦାର ପଟେଲ ଦେଶର ସ୍ୱାର୍ଥକୁ ପ୍ରାଥମିକତା ଦେଇଛନ୍ତି: ମୋଦୀ

ନୂଆଦିଲ୍ଳୀ(ବଡ଼ ଖବର ବ୍ୟୁରୋ): ସାରା ଦେଶ ପାଳନ କରୁଛି ଆଇରନ ମ୍ୟାନ ସର୍ଦ୍ଦାର ପଟେଲଙ୍କ ଜନ୍ମ ବାର୍ଷିକୀ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଭିଡ଼ିଓ ବାର୍ତ୍ତା ଜାରି କରିଛନ୍ତି । ତେବେ ଜାତୀୟ ଏକତା ଦିବସରେ ସମସ୍ତ ଦେଶବାସୀଙ୍କୁ ଅନେକ ଅନେକ ଶୁଭେଚ୍ଛା । ଆଜି ଦେଶ ଏପରି ଏକ ଜାତୀୟ ବୀର  ସର୍ଦ୍ଦାର ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ଯିଏ ଜୀବନର ପ୍ରତ୍ୟେକ ମୁହୂର୍ତ୍ତକୁ ଭାରତ ପାଇଁ  ଉତ୍ସର୍ଗ କରିଥିଲେ ।  ସର୍ଦ୍ଦାର ପଟେଲ କେବଳ ଇତିହାସ ନୁହେଁ ବରଂ ଆମ ଦେଶବାସୀଙ୍କ ହୃଦୟରେ ମଧ୍ୟ ଅଛନ୍ତି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । କେବଳ ଏତିକି ନୁହେଁ ବରଂ ଯେଉଁମାନେ ସମଗ୍ର ଦେଶରେ ଏକତାର ବାର୍ତ୍ତା ସହିତ ଆଗକୁ ବଢିଛନ୍ତି ।

ସେମାନେ ଭାରତର ଅଖଣ୍ଡତା ପ୍ରତି ଅବିସ୍ମରଣୀୟ ପ୍ରତୀକ । ଯେଉଁ ଜମିରେ ଆମେ ୧୩୦ କୋଟି ଭାରତୀୟ ବାସ କରୁଛୁ । ତାହା ଆମର ଆତ୍ମା, ସ୍ୱପ୍ନ ଏବଂ ଆକାଂକ୍ଷାର ଏକ ଅବିଚ୍ଛେଦ୍ୟ ଅଙ୍ଗ । ଗଣତନ୍ତ୍ରର ଦୃଢ ମୂଳଦୁଆ ଯାହା ଶହ ଶହ ବର୍ଷ ଧରି ଭାରତର ସମାଜ ଏବଂ ପରମ୍ପରାରୁ ବିକଶିତ ହୋଇ ଏକ ଭାରତର ଆତ୍ମାକୁ ସମୃଦ୍ଧ କରିଛି ବୋଲି ପ୍ରଧାନମନ୍ତ୍ରୀ ପଟେଲଙ୍କ ଜନ୍ମ ବାର୍ଷିକୀ ଅବସରରେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ