Masthead

ବିଜେପିରେ ମିଶିଲେ ଜଗତସିଂହପୁର ଜିଲ୍ଲା ଉପସଭାପତି ସରୋଜକାନ୍ତ

ତିର୍ତ୍ତୋଲ (ବଡ଼ ଖବର ବ୍ୟୁରୋ): ଦଳ ଛାଡିଲେ ବିଜୁ ଜନତା ଦଳର ଜଗତସିଂହପୁର ଜିଲ୍ଲା ଉପ ସଭାପତି ତଥା ପୂର୍ବତନ ରଘୁନାଥପୁର ବ୍ଲକ ସଭାପତି ସରୋଜ କାନ୍ତ ସ୍ୱାଇଁ। ବିଜେଡି ଛାଡି ବିଜେପିରେ ଯୋଗ ଦେଇଛନ୍ତି। ରଘୁନାଥପୁର ବ୍ଲକର ଏକ ଘରୋଇ ମଣ୍ଡପରେ ହୋଇଥିବା ମହାମିଶ୍ରଣ ପର୍ବରେ ନିଜ ଶତାଧିକ ସମର୍ଥକଙ୍କ ସହ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି।

ଏହି କାର୍ୟ୍ୟକ୍ରମରେ ପୂର୍ବତ୍ତନ ରାଜ୍ୟ ବିଜେପି ଉପସଭାପତି ସମୀର ମହାନ୍ତି, ଜଗତସିଂହପୁର ଜିଲ୍ଲା ସଭାପତି ସତ୍ୟବ୍ରତ ମହାପାତ୍ର, ତିର୍ତ୍ତୋଲ ବିଧାୟକ ପ୍ରାର୍ଥୀ ରାଜକିଶୋର ବେହେରା, ବରିଷ୍ଠ ବିଜେପି ନେତା ସଞ୍ଜୟ ଦାସ ପ୍ରମୁଖ ଉପସ୍ଥିତ ରହି ନୂତନ କର୍ମୀମାନଙ୍କୁ ଦଳକୁ ସ୍ୱାଗତ କରିଥିଲେ । ଦଳରରେ ଏକଛାତ୍ରବାଦୀ ଶାସନ, ସାଧାରଣ ଜନତା ପ୍ରତି ଅନ୍ୟାୟ ଅବିଚାର, ବ୍ଲକରେ ଚାଲିଥିବା ଶାସକ ଦଳର କେଳେଙ୍କାରୀ ସହିନପାରି ବିଜେଡି ଛାଡି ବିଜେପିରେ ଯୋଗ ଦେଇଛି ବୋଲି ନିଜର ମତ ସରୋଜ କାନ୍ତ ନିଜର ମତ ରଖିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା