Masthead

ତାତିଲେ ସରପଞ୍ଚ, ଭାଙ୍ଗିଲେ ନାମ ଫଳକ

ନୀଳଗିରି (ବଡ଼ ଖବର ବ୍ୟୁରୋ): ତାତିଲେ ସରପଞ୍ଚ, ଭାଙ୍ଗି ଦେଲେ ନାମ ଫଳକ । ରାସ୍ତା ନିର୍ମାଣ ପାଇଁ ଫଳକ ଉଦଘାଟନ ବେଳେ ହାଇଡ୍ରାମା । ଫଳକରେ ନଥିବା ସରପଞ୍ଚଙ୍କ ନାଁ । ବିରୋଧ କରି ବିଧାୟକଙ୍କ ସାମ୍ନାରେ ଫଳକ ଭାଙ୍ଗିଲେ ସରପଂଚ । ନୀଳଗିରି ଗରଡିହି ପଂଚାୟତ କଳାକାଦ ଗାଁରେ ଦେଖାଦେଇଛି ଉତ୍ତେଜନା । ଏହି ଘଟଣାକୁ ନେଇ ସ୍ଥାନୀୟ ଲୋକେ ନୀଳଗିରି ୧୯ ନମ୍ୱର୍ ଜାତୀୟ ରାଜପଥ ଅବରୋଧ । ଫଳକରେ ସରପଞ୍ଚଙ୍କ ନା ନଥିବାରୁ ବିଧାୟକଙ୍କ ସାମ୍ନାରେ ଫଳକ ଭାଙ୍ଗି ଫିଙ୍ଗି ଦେଲେ ସରପଞ୍ଚ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି