Masthead

ବିଭିନ୍ନ ଦାବି ନେଇ ସରପଞ୍ଚ ମହାସଂଘ ପକ୍ଷରୁ ଆନ୍ଦୋଳନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜଧାନୀରେ ସରପଞ୍ଚଙ୍କ ମହାସଂଘର ବିକ୍ଷୋଭ । ବିଭିନ୍ନ ଦାବି ନେଇ ଏକାଠି ହୋଇଛନ୍ତି ସରପଞ୍ଚ । ନବୀନ ନିବାସ ଅଭିମୁଖେ ଯିବା ସମୟରେ ପୋଲିସ ସହ ମୁହାଁମୁହିଁ ପରିସ୍ଥିତି ଦେଖିବାକୁ ମିଳିଥିଲା। ବେଶ୍ କିଛି ସମୟ ଧରି ପୋଲିସ ଓ ସରପଞ୍ଚଙ୍କ ଭିତରେ ମୁହାଁମୁହିଁ ସ୍ଥିତି ଦେଖିବାକୁ ମିଳିଥିଲା । ନାର୍ଯ୍ୟ ଦାବି ପୂରଣ ନ ହେଲେ ଆଗାମୀ ୨୪ ନିର୍ବାଚନ ବର୍ଜନ କରିବାକୁ ଦାବି କରିଛନ୍ତି ସରପଞ୍ଚମାନେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ