Masthead

ପରଲୋକରେ ଶଶିକଳା

ମୁମ୍ୱାଇ (ବଡ଼ ଖବର ବ୍ୟୁରୋ): ବଲିଉଡର ବରିଷ୍ଠ ଅଭିନେତ୍ରୀ ଶଶିକଳାଙ୍କ ପରଲୋକ ହୋଇଛି। ରବିବାର ମଧ୍ୟାହ୍ନରେ ୮୮ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି। ସତୁରୀ ଦଶକରେ ବଲିଉଡରେ ଉଭୟ ହିରୋଇନ ଓ ଖଳନାୟିକା ଭୂମିକାରେ ଖୁବ ନିଖୂଣ ଅଭିନୟ କରି ଦର୍ଶକଙ୍କର ଖୁବ ପ୍ରିୟ ହୋଇପାରିଥିଲେ।

ସେ ପ୍ରାୟ ୧୦୦ ବଲିଉଡ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ। ଶଶିଙ୍କ ସମ୍ପୂର୍ଣ୍ଣ ନାମ ହେଉଛି ଶଶିକଳା ଜାଭାଲକର । ସେ ୪ ଅଗଷ୍ଟ ୧୯୩୨ରେ ଏକ ମରାଠୀ ପରିବାରର ଜନ୍ମଗ୍ରହଶ କରିଥିଲେ। ଶଶିକଳାଙ୍କ ପ୍ରଥମ ଚଳଚ୍ଚିତ୍ର ଥିଲା ଜିନତ । ପରେ ପରେ ସେ ହାମଜୋଲି, ସରଗାମ, ଚୋରୀ ଚୋରୀ, ନୀଲକମଲ, ଅନୁପମାରେ ମଧ୍ୟ ଅଭିନୟ କରିଥିଲେ। ୨୦୦୭ ରେ ତାଙ୍କୁ ଭାରତ ସରକାରଙ୍କ ଦ୍ଵାରା ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା