Masthead

ପରଲୋକରେ ଶଶିକଳା

ମୁମ୍ୱାଇ (ବଡ଼ ଖବର ବ୍ୟୁରୋ): ବଲିଉଡର ବରିଷ୍ଠ ଅଭିନେତ୍ରୀ ଶଶିକଳାଙ୍କ ପରଲୋକ ହୋଇଛି। ରବିବାର ମଧ୍ୟାହ୍ନରେ ୮୮ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି। ସତୁରୀ ଦଶକରେ ବଲିଉଡରେ ଉଭୟ ହିରୋଇନ ଓ ଖଳନାୟିକା ଭୂମିକାରେ ଖୁବ ନିଖୂଣ ଅଭିନୟ କରି ଦର୍ଶକଙ୍କର ଖୁବ ପ୍ରିୟ ହୋଇପାରିଥିଲେ।

ସେ ପ୍ରାୟ ୧୦୦ ବଲିଉଡ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ। ଶଶିଙ୍କ ସମ୍ପୂର୍ଣ୍ଣ ନାମ ହେଉଛି ଶଶିକଳା ଜାଭାଲକର । ସେ ୪ ଅଗଷ୍ଟ ୧୯୩୨ରେ ଏକ ମରାଠୀ ପରିବାରର ଜନ୍ମଗ୍ରହଶ କରିଥିଲେ। ଶଶିକଳାଙ୍କ ପ୍ରଥମ ଚଳଚ୍ଚିତ୍ର ଥିଲା ଜିନତ । ପରେ ପରେ ସେ ହାମଜୋଲି, ସରଗାମ, ଚୋରୀ ଚୋରୀ, ନୀଲକମଲ, ଅନୁପମାରେ ମଧ୍ୟ ଅଭିନୟ କରିଥିଲେ। ୨୦୦୭ ରେ ତାଙ୍କୁ ଭାରତ ସରକାରଙ୍କ ଦ୍ଵାରା ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ