Masthead

ଦଳୀୟ ଟିମ ବୁଲିବା ଦ୍ୱାରା ଶାନ୍ତି ବ୍ୟାଘାତ ହେବ: ଶଶୀ ଭୂଷଣ ବେହେରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ସମ୍ବଲପୁରରେ ବିଜେପି ଟିମ ବୁଲିବା ପ୍ରସଙ୍ଗରେ ବିଜେଡି ବିଧାୟକ ଶଶୀ ଭୂଷଣ ବେହେରାଙ୍କ ପ୍ରତିକ୍ରିୟା । ସେ କହିଛନ୍ତି ଦଳୀୟ ଟିମ ବୁଲିବା ଦ୍ୱାରା ଶାନ୍ତି ବ୍ୟାଘାତ ହେବ । ଓଡ଼ିଶା ଏକ ଶାନ୍ତି ପ୍ରିୟ ରାଜ୍ୟ । ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାରେ ସାମ୍ପ୍ରଦୟିକ ସଦଭାବନା ବହୁତ ଭଲଥିବା ବେଳେ ପୁଣି ଉସକାନି ବ୍ୟବସ୍ଥା କରିବା ଠିକ ନୁହେଁ ।

ଯେତେବେଳେ ସବୁ କିଛି ଶାନ୍ତ ହୋଇଛି ପୁଣି ଥରେ ତାକୁ ଉସକେଇବାକୁ ଚେଷ୍ଟା ନ କରାଯାଉ । ଆଇନ ଉପରେ ବିଶ୍ୱାସ ରଖିବା ଦରକାର । ବିଜେପି ଯେଉଁ ଅଭିଯୋଗ କରୁଛି ତାହା ନିରାଧାର । ସେ ଅଞ୍ଚଳର ସାମ୍ପ୍ରଦୟିକ ସଦଭାବନାକୁ ନଷ୍ଟ ନକରାଯାଉ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ