Masthead

ପାଟଣା ନିର୍ବାଚନମଣ୍ଡଳିରେ ଦୁର୍ବଳ ହେଉଛି କଂଗ୍ରେସ

ସାହାରାପଡ଼ା (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକର କଂଗ୍ରେସ ସଭାପତି ଶତ୍ରୁଘ୍ନ ସିଂହ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଶତ୍ରୁଘ୍ନ ସିଂହ ଜଣେ ଟାଣୁଆ ନେତା ଓ ଭଲ ସଂଗଠକ ମଧ୍ୟ । ତାଙ୍କର ଅନେକ ଲୋକ ସମ୍ପର୍କ ରହିଛି । ଯେଉଁଥି ପାଇଁ କଂଗ୍ରେସ ଶକ୍ତ ଧକ୍କା ଲାଗିପାରେ ବୋଲି କୁହାଯାଉଛି ।

ତାଙ୍କର ଇସ୍ତଫାପତ୍ର ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ଏବଂ ଜିଲ୍ଲା କଂଗ୍ରେସ କମିଟି ସଭାପତି ମୋହନ ପରିଡାଙ୍କୁ ପଠାଇ ଦେଇଛନ୍ତି । କଂଗ୍ରେସରୁ ଇସ୍ତଫା ଦେବା ପରେ ବିଜୁ ଜନତା ଦଳରେ ଯୋଗଦେବେ ବୋଲି କହିଛନ୍ତି ଶତ୍ରୁଘ୍ନ । ସେ ବିଜେଡିରେ ଯୋଗଦେଲେ ପାଟଣା ନିର୍ବାଚନମଣ୍ଡଳିରେ ଭଲ ପ୍ରଭାବ ରହିବ ବୋଲି ଲୋକଙ୍କ ମଧ୍ୟରେ ଏକ ଆଶା ଆକାଂକ୍ଷା କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ