Masthead

ପାଟଣା ନିର୍ବାଚନମଣ୍ଡଳିରେ ଦୁର୍ବଳ ହେଉଛି କଂଗ୍ରେସ

ସାହାରାପଡ଼ା (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକର କଂଗ୍ରେସ ସଭାପତି ଶତ୍ରୁଘ୍ନ ସିଂହ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଶତ୍ରୁଘ୍ନ ସିଂହ ଜଣେ ଟାଣୁଆ ନେତା ଓ ଭଲ ସଂଗଠକ ମଧ୍ୟ । ତାଙ୍କର ଅନେକ ଲୋକ ସମ୍ପର୍କ ରହିଛି । ଯେଉଁଥି ପାଇଁ କଂଗ୍ରେସ ଶକ୍ତ ଧକ୍କା ଲାଗିପାରେ ବୋଲି କୁହାଯାଉଛି ।

ତାଙ୍କର ଇସ୍ତଫାପତ୍ର ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ଏବଂ ଜିଲ୍ଲା କଂଗ୍ରେସ କମିଟି ସଭାପତି ମୋହନ ପରିଡାଙ୍କୁ ପଠାଇ ଦେଇଛନ୍ତି । କଂଗ୍ରେସରୁ ଇସ୍ତଫା ଦେବା ପରେ ବିଜୁ ଜନତା ଦଳରେ ଯୋଗଦେବେ ବୋଲି କହିଛନ୍ତି ଶତ୍ରୁଘ୍ନ । ସେ ବିଜେଡିରେ ଯୋଗଦେଲେ ପାଟଣା ନିର୍ବାଚନମଣ୍ଡଳିରେ ଭଲ ପ୍ରଭାବ ରହିବ ବୋଲି ଲୋକଙ୍କ ମଧ୍ୟରେ ଏକ ଆଶା ଆକାଂକ୍ଷା କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ