Before Header

ଆଜିର ରାଶିଫଳ

0 74

ମେଷ – ଭାଗ୍ୟଶାଳୀ ଓ ଶୋଭନ ବ୍ୟକ୍ତିତ୍ୱ ସଂପନ୍ନ ହୋଇପାରନ୍ତି । ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ଲାଭ କରିବେ । ଦାମ୍ପତ୍ୟ ସୁଖ ମିଳିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ଆର୍ୟୁରବେଦୀ ଚିକିସôା ଲାଭ ଦେବ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସଫଳତା ମିଳିବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

ବୃଷ – ଶ୍ରୀଚନ୍ଦ୍ର ଭୋଗ ହେତୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ବିଦ୍ୟା ବୃଦ୍ଧିର ମାର୍ଗ ଫିଟିବ । ଐଶ୍ୱର୍ଯ୍ୟଯୁକ୍ତ ଓ ମାଲିମୋକଦ୍ଦମାରେ ବିଜୟୀ ହୋଇପାରନ୍ତି । ସରକାରଙ୍କ ଶୁଭ ଦୃଷ୍ଟି ପଡିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।

• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- ସମ୍ମାନ ପାଇବେ ।
• ବ୍ୟବସାୟୀ- ମଧୁରଭାଷୀ ହେବେ ।
• ଗୃହିଣୀ- ଧାର୍ମିକ ହେବେ ।

ମିଥୁନ – ଆଶାବାଦୀ ଓ ଚଞ୍ଚଳମନା ହୋଇପାରନ୍ତି । ଚକ୍ଷୁରେ ଯନ୍ତ୍ରଣା କାରଣରୁ ଖର୍ଚ୍ଚାନ୍ତ ହେବେ । ମଧୁରଭାଷୀ ହେତୁ ପରକୁ ଆପଣାର କରିବାରେ ସକ୍ଷମ ହୋଇପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• କର୍ମଜୀବି- ସମ୍ମାନ ପାଇବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• ଗୃହିଣୀ- ପରକୁ ଆପଣାର କରିବେ ।
• ରୋଗୀ- ଚକ୍ଷୁ ପୀଡା ହେବ ।

କର୍କଟ – ଆମୋଦ-ପ୍ରମୋଦରେ ସମୟ ଅତିବାହିତ କରିବେ । ସୁସ୍ଥ ଓ ନିରାମୟ ଜୀବନଯାପନ ପାଇଁ ସତର୍କ ରହିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ଚିକିସôା ପାଇଁ ବିଦେଶ ଯାଇପାରନ୍ତି ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସଫଳତା ମିଳିବ ।
• ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ସିଂହ – ଚାଲୁ ରଖିଥିବା କାର୍ଯ୍ୟରେ ଅପୂର୍ବ ସଫଳତା ମିଳିବ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ଘରେ ସଫା ସଫି ପ୍ରତି ଧ୍ୟାନ ଦେବେ । ବାଣିଜ୍ୟ ବ୍ୟବସାୟରେ ସାମାନ୍ୟ କ୍ଷତି ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା – ଭାଗ୍ୟଶାଳୀ, ଧର୍ମାତ୍ମା, ପ୍ରବାସପ୍ରିୟ , ବିଦ୍ୱାନ୍, ସାହସୀ ହୋଇପାରନ୍ତି । ଉଦ୍ୟୋଗୀ ହେବେ । ଘରେ କଳି ଝଗଡା ହୋଇପାରେ । ସାମାନ୍ୟ ଚିନ୍ତିତ ରହିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।

• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ତୁଳା – ଚାଲୁ ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବା କଷ୍ଟସାଧ୍ୟ ହୋଇପାରେ । ଅନ୍ୟ ଉପରେ ନିର୍ଭରଶୀଳ ହେବେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ଓ ଯୁଗ୍ମ ବ୍ୟବସାୟ ପାଇଁ ଅଧିକ ପରିଶ୍ରମ କରିବାକୁ ପଡିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।

• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ବିଛା – ବନ୍ଧୁ ସହଯୋଗ ପାଇ ଖୁସି ହେବେ । ସମାଜସେବା ପ୍ରତି ମନ ବଳାଇ ପାରନ୍ତି । ସୁଚାରୁ ରୂପେ କାର୍ଯ୍ୟ ସମ୍ପାଦନ କରି ଗର୍ବିତ ହେବେ । ପତ୍ନୀଙ୍କ ପରାମର୍ଶ ଲାଭ ଦାୟକ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।

• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- ସୁଖୀ ହେବେ ।

ଧନୁ – ଆଜି ଦିନଟି ଆପଣଙ୍କ ପାଇଁ ସାମାନ୍ୟ ସୁସ୍ଥ ରହିବ । ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ । ବ୍ୟକ୍ତି ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟ ଭାଜନ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।

• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ଅର୍ଥ ମିଳିବ ।
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
• ଗୃହିଣୀ- ସଦିଚ୍ଛା ଭାବ ରହିବ ।

ମକର – ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳମନା ହୋଇପାରନ୍ତି । ଆକସ୍ମିକ ବିଦ୍ୟା ଲାଭ ର ସୂଚନା ମିଳୁଛି । ବ୍ୟବସାୟ ପାଇଁ ଚିନ୍ତିତ ରହିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

କୁମ୍ଭ – ଉଦାର ମନୋଭାବାପନ୍ନ ହୋଇପାରନ୍ତି । ଅନ୍ୟକୁ ସାହାର୍ଯ୍ୟ କରିବା ପାଇଁ ମନ ବଳାଇବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । କୃୃଷି କର୍ମକାରୀ , ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।

• ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମୀନ – ନିର୍ଭରଶୀଳ ନ ହୋଇ ନିଜସ୍ୱ ଚିନ୍ତାଧାରାରେ କାର୍ଯ୍ୟ କଲେ ସଫଳତା ମିଳିବ । ପାରିବାର ସହ ରହିଥିବାରୁ ମନ ପ୍ରସନ୍ନ ରହିବ । ସାନ ଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ଞ୍ଜ ।

• ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• କର୍ମଜୀବି- କରତ୍କର୍ମା ହେବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।

Leave A Reply

Your email address will not be published.