Before Header

ଆଜିର ରାଶିଫଳ

0 20

ମେଷ – ସାମାଜିକ ସ୍ତରରେ ଅନ୍ୟମାନଙ୍କ ସକାଶେ ପରାମର୍ଶ ଦାତା ହୋଇ ପ୍ରଶଂସିତ ହେବେ । ରାଜନୀତି ଯାତ୍ରା ଓ କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ଭାବପ୍ରବଣତା ବୃଦ୍ଧି ପାଇବା ଯୋଗୁଁ ମନୋବଳ କ୍ରମଶଃ ହ୍ରାସ ପାଇବ । କର୍ମକ୍ଷେତ୍ରରେ ଆକସ୍ମିକ ଭାବରେ କେତେକ ପ୍ରତିବନ୍ଧକ ଦେଖା ଦେଇପାରେ । ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।

• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ – କର୍ମକ୍ଷେତ୍ରରେ ଭୁଲ୍ ଖବର ପ୍ଧବ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ସମୟାନୁକ୍ରମେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ଆଶଙ୍କା ରହିଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।

• ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କର୍କଟ – କର୍ମକ୍ଷେତ୍ରରେ ଆଲସ୍ୟ ଓ ଅବହେଳାରୁ କୈଫିୟତ ଦେବାକୁ ପଡିପାରେ । ପୁନର୍ବସୁ ନକ୍ଷତ୍ର ଆର୍ଥିକ ସ୍ୱଚ୍ଛଳତା ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ । ପରିବାରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ସିଂହ – ଅତ୍ୟଧିକ ଖର୍ଚ୍ଚ ବଢିଯାଇଥିବାରୁ ଆର୍ଥିକ ଅନଟନର ସମ୍ମୁଖୀନ ହେବାକୁ ପଡିପାରେ । ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭକରିବାକୁ ମନ ବଳାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।

• ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କନ୍ୟା – ବୃଥା ଅନିଷ୍ଟ ଆଶଙ୍କା କରି ମାନସିକ ସ୍ତରରେ ଅସୁସ୍ଥତା ଅନୁଭବ କରିବେ । ଈର୍ଷା ପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ଭିନ୍ନ ପ୍ରକାରର ମନ୍ତବ୍ୟ ଦେଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।

• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ତୁଳା – ଆଜି ଏକ ଭିନ୍ନ ପରିବେଶରେ ଆପଣଙ୍କୁ ଉଚ୍ଚବର୍ଗଙ୍କ ସାହାର୍ଯ୍ୟ ଓ ବନ୍ଧୁ ମିଳନରୁ ଉସôାହିତ ହେବେ । ଭୁଲ୍ ବୁଝାମଣା ହେତୁ ପରିବାରରେ ଅଶାନ୍ତି ପରିସ୍ଥିତି ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।

• ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବିଛା – ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ । ଯେ କୌନସି କାମରେ ହେଉନା କାହିଁକି, ତରବରିଆ ପଦକ୍ଷେପ ନେଲେ ବେଶି ହଇରାଣ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।

• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ଅର୍ଥ ମିଳିବ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- ସୁଖଭାରା ଦିନଟି ।

ଧନୁ – କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ଦୁଶ୍ଚିନ୍ତାଗ୍ରସ୍ତ ହୋଇପାରନ୍ତି । ସାମାଜିକ ସ୍ତରରେ ଖଳ ଲୋକମାନଙ୍କର କାନ କୁହା କଥା ଶୁଣନ୍ତୁ ନାହିଁ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।

• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
• କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମକର – କର୍ମକ୍ଷେତ୍ରରେ କେତେକ ଦୁଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି । ଅତ୍ୟଧିକ କାର୍ଯ୍ୟବ୍ୟସ୍ତତା କାରଣରୁ ଖାଦ୍ୟପେୟ ଠିକ୍ ରହିବ ନାହିଁ । ସମସ୍ୟାମୁଳକ କାମରେ ବନ୍ଧୁଙ୍କ ପରାମର୍ଶରେ ସାନ୍ତନା ମିଳିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୮ ।

• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ପ୍ରମୋସନ୍ ମିଳିବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ – ଆତ୍ମୀୟଙ୍କ ପରାମର୍ଶରେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ । ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ । ଆଜିର ପ୍ରତୁ୍ୟଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ – କଠିନଶ୍ରମ ଓ କାର୍ଯ୍ୟବ୍ୟସ୍ତତା କାରଣରୁ ଖାଦ୍ୟପେୟର ଅନିୟମିତତା ସ୍ୱାସ୍ଥ୍ୟହାନିର କାରଣ ହେବ । ଅନ୍ୟମାନଙ୍କ ସହ ଆପଣଙ୍କର ଟୁପ୍ ଟାପ କଥାକୁ ଅନ୍ୟମାନେ ଭିନ୍ନ ଦୃଷ୍ଟି କୋଣରୁ ବିଚାର କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।

• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ଧାର୍ମିକ ହେବେ ।

Leave A Reply

Your email address will not be published.