Masthead

ରାଜଘାଟରେ କଂଗ୍ରେସର ସତ୍ୟାଗ୍ରହ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ରାଜଘାଟରେ କଂଗ୍ରେସର ସତ୍ୟାଗ୍ରହ । ଏହି ସତ୍ୟାଗ୍ରହରେ ସଭାପତି ମଲ୍ଲକାର୍ଜୁନ ଖଡଗେ ଓ ପ୍ରିୟଙ୍କାଙ୍କ ସହ ଯୋଗଦେଲେ ଅନେକ ନେତା । ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ପରେ କଂଗ୍ରେସ ବିରୋଧ ପ୍ରଦର୍ଶନ ଜୋରଦାର କରିଛି । ସବୁ ଆଞ୍ଚଳିକ ଦଳ ଏକାଠି ହୋଇ କେନ୍ଦ୍ରର ଏକଛତ୍ରବାଦୀ ଶାସନକୁ ବିରୋଧ କରିବା ପାଇଁ କଂଗ୍ରେସ ଅପିଲ କରିଛି । ସତ୍ୟ ପାଇଁ ଲଢ଼େଇ ଜୋରଦାର କରିବାକୁ ଆହ୍ବାନ ଦିଆଯାଇଛି ।

ସବୁ ରାଜ୍ୟର ଜିଲ୍ଲା ମୁଖ୍ୟାଳୟରେ କଂଗ୍ରେସ ସତ୍ୟାଗ୍ରହ କରିବ । ସେପଟେ ସାରା ଦେଶରେ କଳା ଦିବସ ପାଳନ କରିଛି କଂଗ୍ରେସ । ଅନ୍ୟପଟେ ଦିଲ୍ଲୀରେ ହେବାକୁ ଥିବା ସତ୍ୟାଗ୍ରହ ପାଇଁ ପୋଲିସ ଅନୁମତି ଦେଇନାହିଁ । ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଆଶଙ୍କା କରି ପୋଲିସ ପକ୍ଷରୁ ଏହି ପଦକ୍ଷପ ଗ୍ରହଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି