Masthead

ବିଗିଡିଲା ସତ୍ୟେନ୍ଦ୍ର ଜୈନଙ୍କ ସ୍ୱାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଗିଡିଲା ସତ୍ୟେନ୍ଦ୍ର ଜୈନଙ୍କ ସ୍ୱାସ୍ଥ୍ୟାବସ୍ଥା । ମନି ଲଣ୍ଡରିଂ ମାମଲାରେ ପ୍ରାୟ ଏକ ବର୍ଷ ଧରି ତିହାର ଜେଲରେ ଥିବା ଆମ ଆଦମୀ ପାର୍ଟି ନେତା ସତ୍ୟେନ୍ଦ୍ର ଜୈନଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଛି । ତାଙ୍କୁ ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗତ ସପ୍ତାହରେ ଶୁଣାଣି ସମୟରେ ସତ୍ୟେନ୍ଦ୍ର ଜୈନଙ୍କ ଓକିଲ ସୁପ୍ରିମକୋର୍ଟରେ କହିଥିଲେ ଯେ, ଜେଲରେ ଆପ ନେତାଙ୍କ ଓଜନ ପ୍ରାୟ ୩୫ କିଲୋଗ୍ରାମ ହ୍ରାସ ପାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ରହୁନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି