Masthead

ଡିସଚାର୍ଜ ହେବେ ଦାଦା

କଲିକତା (ବଡ଼ ଖବର ବ୍ୟୁରୋ): ଆଜି ହସ୍ପିଟାଲରୁ ଡିସଚାର୍ଜ ହେବେ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି । ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଜଣାପଡ଼ିଛି । କୋଲକାତାର ଉଇସଲାଣ୍ଡ ମେଡ଼ିକାଲ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଗତ ୨ ତାରିଖରେ କୋଲକାତା ବାସଭବନରେ ଜିମରେ ଅଭ୍ୟାସ କରୁଥିବା ବେଳେ ସୌରଭ ହୃଦଘାତରେ ଶିକାର ହୋଇଥିଲେ ।

ଉଡଲ୍ୟାଣ୍ଡସ ହସ୍ପିଟାଲରେ ତାଙ୍କର ଆଞ୍ଜିଓପ୍ଲାଷ୍ଟ କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ଆଇସିସି ଓ ବିସିସିଆଇ ଭଳି ଅନେକ କ୍ରିକେଟ ସଂଗଠନ ଗୁଡ଼ିକ ତାଙ୍କ ଆଶୁ ଆରୋଗ୍ୟ କାମନା କରି ଟ୍ୱିଟ୍ କରିଥିଲେ । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ହସ୍ପିଟାଲ ଯାଇ ତାଙ୍କୁ ଭେଟିଥିଲେ । ଅନ୍ୟପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଦାଦାଙ୍କୁ ଫୋନ କରି ତାଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ