Masthead

ଡିସଚାର୍ଜ ହେବେ ଦାଦା

କଲିକତା (ବଡ଼ ଖବର ବ୍ୟୁରୋ): ଆଜି ହସ୍ପିଟାଲରୁ ଡିସଚାର୍ଜ ହେବେ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି । ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଜଣାପଡ଼ିଛି । କୋଲକାତାର ଉଇସଲାଣ୍ଡ ମେଡ଼ିକାଲ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଗତ ୨ ତାରିଖରେ କୋଲକାତା ବାସଭବନରେ ଜିମରେ ଅଭ୍ୟାସ କରୁଥିବା ବେଳେ ସୌରଭ ହୃଦଘାତରେ ଶିକାର ହୋଇଥିଲେ ।

ଉଡଲ୍ୟାଣ୍ଡସ ହସ୍ପିଟାଲରେ ତାଙ୍କର ଆଞ୍ଜିଓପ୍ଲାଷ୍ଟ କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ଆଇସିସି ଓ ବିସିସିଆଇ ଭଳି ଅନେକ କ୍ରିକେଟ ସଂଗଠନ ଗୁଡ଼ିକ ତାଙ୍କ ଆଶୁ ଆରୋଗ୍ୟ କାମନା କରି ଟ୍ୱିଟ୍ କରିଥିଲେ । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ହସ୍ପିଟାଲ ଯାଇ ତାଙ୍କୁ ଭେଟିଥିଲେ । ଅନ୍ୟପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଦାଦାଙ୍କୁ ଫୋନ କରି ତାଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା