Masthead

ମହିଳାଥାନାରେ ସୌରିନଭଟ୍ଟ: କହିଲେ ମୋ ବିରୋଧରେ ଆସିଥିବା ଅଭିଯୋଗ ମିଛ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କଟକ ମହିଳା ଥାନାରେ ହାଜର ହେଲେ କଣ୍ଠଶିଳ୍ପୀ ସୌରିନ ଭଟ୍ଟ । ଠକେଇ ଓ ଯୌନ ନିର୍ଯାତନା ବିରୋଧରେ ଜଣେ ଯୁବତୀ ଅଭିଯୋଗ ଆଣିଥିଲେ । ମାମଲାର ତଦନ୍ତ କରୁଛି ପୋଲିସ । ସୌରିନଙ୍କ ଘରକୁ ଯାଇ ମଧ୍ୟ ତଦନ୍ତ କରିଥିଲା ପୋଲିସ କିନ୍ତୁ ସୌରିନଙ୍କର କୌଣସି ଖୋଜଖବର ମିଳିନଥିଲା ।

ପରେ ଗିରଫ ଭୟରେ ସୌରିନଙ୍କ ଜାମିନ ପାଇଁ ହାଇକୋର୍ଟରେ ଦ୍ୱାରସ୍ଥ ହୋଇଥିଲେ । କିନ୍ତୁ ପୋଲିସ ନିକଟରେ ହାଜର ହୋଇ ତଦନ୍ତରେ ସହଯୋଗ କରିବାକୁ କୋର୍ଟ ସୌରିନଙ୍କୁ କହିଥିଲେ । ସୌରିନ ଆଜି ଥାନାରେ ହାଜର ହୋଇ କହିଛନ୍ତି, ତାଙ୍କ ବିରୋଧରେ ହୋଇଥିବା ଅଭିଯୋଗ ଭିତ୍ତିହୀନ । ସେ ଅଭିଯୋଗକାରୀ ଯୁବତୀଙ୍କୁ ଜାଣି ନାହାନ୍ତି । ସମୟ ଆସିଲେ ସତ ସାମ୍ନାକୁ ଆସିବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ