Masthead

ଫ୍ରିଜ ହେବ ସୌରିନଙ୍କ ଆକାଉଣ୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ଦିନକୁ ଦିନ ବଢିବାରେ ଲାଗିଛି । ଫ୍ରିଜ ହୋଇଛି ସୌରିନଙ୍କ ଆକାଉଣ୍ଟ । ସୌରିନଙ୍କ ଦୁଇଟି ଆକାଉଣ୍ଟକୁ ଫ୍ରିଜ କରିଛି କମିଶନରେଟ ପୋଲିସ । ଦୁଇଟି ଆକାଉଣ୍ଟ କଲିକତାର ହୋଇଥିବା ସୂଚନା ମିଳିଛି ।

ତାଙ୍କର ଅନ୍ୟ ଦୁଇ ଆକାଉଣ୍ଟକୁ ଫ୍ରିଜ କରାଯିବ ବୋଲି କଟକ ଜୋନ-୨ ଏସିପି ଅମିତାଭ ମହାପାତ୍ର ସୂଚନା ଦେଇଛନ୍ତି । ଯୁବତୀଙ୍କୁ ଯୌନ ଶେଷଣ ମାମଲାରେ ସୌରିନଙ୍କ ନାଁରେ ପୋଲିସ ଜାରି କରିଛି ଲୁକ୍ ଆଉଟ ସର୍କୁଲାର । କିନ୍ତୁ ସୌରିନଙ୍କ ସନ୍ଧାନ ପାଉନି ପୋଲିସ । କଲିକତା ପୋଲିସ ସହାୟତାରେ ତାଙ୍କ ଘରେ ରେଡ କରିଥିଲା କମିଶନରେଟ ପୋଲିସ । ଏଥିପାଇଁ କଲିକତା ଯାଇଥିଲେ ୪ ଜଣିଆ ପୋଲିସ ଟିମ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ