Masthead

ହାଣ୍ଡି ମାଧ୍ୟମରେ ଏକ ବର୍ଷର ଶିଶୁକୁ ଉଦ୍ଧାର

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବନ୍ୟାପାଣିରେ ଫଶି ରହିଥିବା ୨ ପରିବାରକୁ ଉଦ୍ଧାର କଲେ ଦମକଳ ବାହିନୀ । ବାଲେଶ୍ବର ଜିଲ୍ଲା ସିମୁଳିଆ ବ୍ଲକ୍ ଖେରକୁଣା ପଞ୍ଚାୟତର ଖଣ୍ଡାୟତ ସାହିରେ କାଂଶ ବାଂଶ ନଦୀର ବନ୍ୟା ଜଳ ଆସିବା ଫଳରେ ଦୁଇଟି ପରିବାର ଫସିରହିଥିଲେ । ସ୍ଥାନୀୟ ଲୋକ ଅଡା ଦମକଳ ଦମକଳ ବାହିନୀଙ୍କୁ ଖବର ଦେଇଥିଲେ ।

ଖବର ପାଇ ଅଡା ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଫଶି ରହିଥିବା ଦୁଇ ପରିଵାରର ଲୋକଙ୍କୁ ଉଦ୍ଧାର କରିବା ସହ ଫଶି ରହିଥିବା ଗାଇ ଗୋରୁଙ୍କୁ ଉଦ୍ଧାର କରିଥିଲେ ଏବଂ ଏକ ହାଣ୍ଡି ମାଧ୍ୟମରେ ଏକ ବର୍ଷର ଶିଶୁକୁ ମଧ୍ୟ ଉଦ୍ଧାର କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା