Masthead

‘ସେଭ୍ କୁକି ଲାଇଭସ’

ଇମ୍ଫାଲ (ବଡ଼ ଖବର ବ୍ୟୁରୋ): ପୁଣି ଉଗ୍ରରୂପ ନେଇଛି ମଣିପୁର ହିଂସା । କୁକି ଓ ମୈତି ସମ୍ପ୍ରଦାୟର ଲୋକଙ୍କ ମଧ୍ୟରେ ହିଂସା ଜାରି ରହିଛି । କିଛି ଦିନ ତଳେ ଏହି ହିଂସାରେ ଜଣେ ଯବାନଙ୍କ ସହିଦ ହୋଇଥିବାବେଳେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ନୂଆଦିଲ୍ଲୀ ସ୍ଥିତ ବାସଭବନ ବାହାରେ ଆନ୍ଦୋଳନ କରିଛନ୍ତି କୁକି ସମ୍ପ୍ରଦାୟର ଲୋକେ । ହାତରେ ‘ସେଭ୍ କୁକି ଲାଇଭ୍ସ’ ବାର୍ତ୍ତା ଥିବା ପ୍ଲାକାର୍ଡ ଧରି ଆନ୍ଦୋଳନକାରୀମାନେ ସ୍ଲୋଗାନ ଦେଇଛନ୍ତି।

ଆନ୍ଦୋଳନକାରୀଙ୍କ ମଧ୍ୟରୁ ୪ ଜଣଙ୍କୁ ଗୃହମନ୍ତ୍ରୀଙ୍କ ବାସଭବନ ଯିବାପାଇଁ ଅନୁମତି ମିଳିଛିା ଅନ୍ୟମାନଙ୍କୁ ଜନ୍ତର ମନ୍ତର ପଠାଇ ଦିଆଯାଇଛି। ମଣିପୁରରେ ଗତ ମେ’ ୩ ତାରିଖରୁ ଲାଗି ରହିଥିବା ହିଂସା ଯୋଗୁଁ ୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହେଲାଣି। ୩୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ