Masthead

ବେଟି ବଚାଓ ନା ଅପରାଧୀ ବଚାଓ? କେନ୍ଦ୍ର ସରକାରଙ୍କୁ ଖଡଗେଙ୍କ ପ୍ରଶ୍ନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରେସଲରଙ୍କ ଆନ୍ଦୋଳନ ଘଟଣାରେ ଟ୍ୱିଟ କରି କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ । ଖଡଗେ ଲେଖିଛନ୍ତି, ଭାରତର ଝିଅମାନେ କହୁଛନ୍ତି ପୋଲିସ ଓ ଶାସନ ଆଉ ପବିତ୍ର ହୋଇରହିନାହିଁ । ବିଗତ କିଛି ଦିନ ଧରି ଭାରତର ସମ୍ମାନ ବଢାଇଥିବା ଝିଅମାନଙ୍କ ସହ ସହ ଯାହା ଘଟୁଛି ତାହା ସମସ୍ତେ ଦେଖୁଛନ୍ତି ।

ମୋଦିଜୀ ଲାଲକିଲ୍ଲାରୁ ମହିଳା ସମ୍ମାନର ଅଭିଭାଷଣ ରଖୁଛନ୍ତି, ଅଥଚ ଯୌନଶୋଷଣ ଅଭିଯୁକ୍ତଙ୍କୁ ସୁରକ୍ଷା ଦିଆଯାଉଛି । ଦେଶର ଝିଅଙ୍କୁ କାହିଁକି ନ୍ୟାୟ ଦିଆଯାଉନି ବୋଲି ସେ ପ୍ରଶ୍ନ କରିଛନ୍ତି । କାହିଁକି ସେମାନେ ଗଂଗାରେ ମେଡାଲ ପ୍ରବାହ କରିବାକୁ ବାଧ୍ୟ ହେଉଛନ୍ତି ? ବେଟି ବଚାଓ ନୁହେଁ, ଅପରାଧୀ ବଚାଓ, ଦେଶର ଗୌରବକୁ ଆଘାତ ପହଂଚାଓ ସ୍ଲୋଗାନ ଚାଲିଛି କି ବୋଲି ଖଡଗେ ପ୍ରଶ୍ନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ