Masthead

ଓଡିଆ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ହେଲେ ସବିତା ପ୍ରଧାନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପ୍ରଫେସର ସବିତା ପ୍ରଧାନ ସତ୍ୟବାଦୀ ଓଡିଆ ବିଶ୍ୱ ବିଦ୍ୟାଳୟର ପ୍ରଥମ କୁଳପତି । କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ପ୍ରଫେସର ସବିତା ପ୍ରଧାନଙ୍କୁ ନିଯୁକ୍ତି ଦେଇଛନ୍ତି । ବର୍ତ୍ତମାନ ସେ ଶାନ୍ତିନିକେତନ ବିଶ୍ୱ-ଭାରତୀ ବିଶ୍ୱବିଦ୍ୟାଳୟର ଓଡିଆ ବିଭାଗର ପ୍ରଫେସର ଭାବେ କାର୍ଯ୍ୟରତ ଅଛନ୍ତି ।

ପ୍ରଫେସର ସବିତା ପ୍ରଧାନ ଜୁଲାଇ ୭, ୧୯୬୧ରେ ଜନ୍ମ ଗ୍ରହଣ କରିଥିଲେ । ସେ ଭାଷା ବିଜ୍ଞାନ, ଆଧୁନିକ ଓଡିଆ ସାହିତ୍ୟ, ଆଦିବାସୀ ଭାଷାରେ ପାରଦର୍ଶିତା ହାସଲ କରିଛନ୍ତି । ସେ ୨୦୧୬ରେ ବସନ୍ତ କୁମାରୀ ଦେବୀ ସମ୍ମାନ, ୨୦୧୫ରେ ଦିବ୍ୟଦୂତ ସମ୍ମାନ, ନିଶାମଣିମିଶ୍ର ପ୍ରବାଧ ସମ୍ମାନରେ ସମ୍ମାନିତ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା