Masthead

ଆସନ୍ତାକାଲି ଏସ୍‌ବିଆଇର ଇଣ୍ଟରନେଟ୍‌ ବ୍ୟାଙ୍କିଙ୍ଗ୍ ସେବା ବନ୍ଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରବିବାର ‌ସମଗ୍ର ଦେଶରେ ଏସ୍‌ବିଆଇର ଇଣ୍ଟରନେଟ୍‌ ବ୍ୟାଙ୍କିଙ୍ଗ୍ ସେବା ବନ୍ଦ ରହିବ। ଏ ନେଇ ବ୍ୟାଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।  ସୂଚନା ଅନୁଯାୟୀ ଏହାର ଇଣ୍ଟରନେଟ୍ ବ୍ୟାଙ୍କିଙ୍ଗ୍ ସେବା ଜୁଲାଇ ୪ ତାରିଖ ଦିନ ୨ ଘଣ୍ଟା ୨୫ ମିନିଟ୍‌ ପର୍ୟ୍ୟନ୍ତ ଉପଲବ୍ଧ ହେବ ନାହିଁ।

ଏହି ଅବଧି ମଧ୍ୟରେ ଇଣ୍ଟରନେଟ୍ ବ୍ୟାଙ୍କିଙ୍ଗ୍ ସେବା / ୟୋନୋ/ୟୋନୋ ଲାଇଟ୍‌/ୟୁପିଆଇ ଗ୍ରାହକଙ୍କ ପାଇଁ ଉପଲବ୍ଧ ରହିବ ନାହିଁ। ଏ ନେଇ ଏସ୍‌ବିଆଇ ଅଫିସିଆଲ୍‌ ଟ୍ବିଟର ହାଣ୍ଡେଲ୍‌ରେ ସୂଚନା ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ