Masthead

ଇନଷ୍ଟା ପୋଷ୍ଟକୁ ନେଇ ତୁମୁଳକାଣ୍ଡ, ୧୪୪ ଜାରି

ମହାରାଷ୍ଟ୍ର (ବଡ଼ ଖବର ବ୍ୟୁରୋ): ଇନଷ୍ଟାଗ୍ରାମ ପୋଷ୍ଟକୁ ନେଇ ତୁମୁଳକାଣ୍ଡ । ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି ସହ ପଥର ମାଡ଼ । ଏଭଳି ଘଟଣା ଘଟିଛି ମହାରାଷ୍ଟ୍ରର ଅକୋଲା ଜିଲାରେ । ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ହାତାହାତି ଓ ପଥର ମାଡ ହୋଇ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ  ହୋଇଛି । ୮ଜଣ ଆହତ ହୋଇଛନ୍ତି। ଶନିବାର ରାତିରେ ଅକୋଲାର ପୁରୁଣା ସିଟି ପୋଲିସ ଷ୍ଟେସନ ନିକଟରେ କିଛି ଉତ୍ତ୍ୟକ୍ତ ବ୍ୟକ୍ତି ଯାନବାହନରେ ନିଆଁ ଲଗାଇ ଦେଇଛନ୍ତି।

ଘଟଣାସ୍ଥଳରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯିବ ସହ ୧୪୪ ଧାରା ଲଗାଯାଇଛି। ହିଂସାକାଣ୍ଡରେ ୮ଜଣ ସାଧାରଣ ଲୋକଙ୍କ ସମେତ ୨ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଜଣେ ଧାର୍ମିକ ନେତାଙ୍କ ଉପରେ ଆପତ୍ତିଜନକ ପୋଷ୍ଟକୁ ନେଇ ଆରମ୍ଭ ହୋଇଥିଲା ହିଂସା । ପରିସ୍ଥିତି ଅଣାୟତ୍ତ ହେବାରୁ ପୋଲିସ ଟିଅର ଗ୍ୟାସ ବ୍ୟବହାର କରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା