Masthead

ଆଜି ଓ କାଲି ସ୍କୁଲ ଓ ଅଙ୍ଗନୱାଡି ବନ୍ଦ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ଦୁଇ ଦିନ ସ୍କୁଲ ଓ ଅଙ୍ଗନୱାଡି ବନ୍ଦ । ରାଜ୍ୟରେ ବୃଦ୍ଧି ପାଉଥିବା ତାପମାତ୍ରାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ବନ୍ଦ ରହିବ । ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି ।

ଆଜି ଏବଂ କାଲି ୨ ଦିନ ସ୍କୁଲ ଓ ଅଙ୍ଗନୱାଡି ବନ୍ଦ ରହିବ । ପୂର୍ବରୁ ଏପ୍ରିଲ ୧୨ରୁ ୧୬ ତାରିଖ ଯାଏଁ ଛୁଟି ଘୋଷଣା କରାଯାଇଥିଲା । ୧୭ ତାରିଖରେ ସ୍କୁଲ ଖୋଲିବା ପରେ ସକାଳ ସାଢେ ୬ଟାରୁ ୧୧ଟା ଯାଏଁ ପାଠପଢା ପାଇଁ ସରକାର ନିର୍ଦ୍ଦେଶନାମା ଜାରି କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା