Masthead

ନଅ ମାସ ସ୍କୁଲକୁ ବନ୍ଦ କରାଯାଇ ପାରିବ ନାହିଁ: ଏମ୍ସ ମୁଖ୍ୟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସାରା ଦେଶରେ ବର୍ତ୍ତମାନ କରୋନା ସ୍ଥିତି ଆୟତ୍ତ ହେବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଅନେକ ରାଜ୍ୟମାନଙ୍କରେ ସ୍କୁଲ କଲେଜ ଖୋଲିବା ଆରମ୍ଭ ହୋଇଯାଇଛି । ହେଲେ ସରକାରଙ୍କର ଏଭଳି ନିଷ୍ପତ୍ତିକୁ ସହଜରେ ହଜମ କରିପାରୁ ନାହାଁନ୍ତି ଅଭିଭାବକ ଓ ବିଶେଷଜ୍ଞମାନେ । ତେବେ ଦେଶରେ ସମସ୍ତ ପିଲାମାନଙ୍କର ଟୀକାକରଣ ହୋଇନଥିବା ବେଳେ ସରକାରଙ୍କର ଏଭଳି ନିଷ୍ପତ୍ତିକୁ ଅଭିଭାବକମାନେ ବିରୋଧ କରୁଥିବାର ଦେଖିବାକୁ ମିଳିଛି ।

ଏହା ମଧ୍ୟରେ ଏମ୍ସ ମୁଖ୍ୟ ଡକ୍ଟର ରଣଦୀପ ଗୁଲେରିଆ ଏନେଇ ମୁହଁ ଖୋଲିଛନ୍ତି । ତେବେ ଦେଶରେ ସମସ୍ତ ପିଲାମାନଙ୍କର ଟୀକାକରଣ ପାଇଁ ପାଖାପାଖି ନଅ ମାସ ସମୟ ଲାଗିବ । ସେତେ ପର୍ଯ୍ୟନ୍ତ ସ୍କୁଲମାନଙ୍କୁ ବନ୍ଦ କରିବା ସମ୍ଭବ ନୁହେଁ । ଏହା ଛଡା ପିଲାମାନଙ୍କର ବିକାଶ ପାଇଁ ସ୍କୁଲ ଖୋଲିବା ଅତ୍ୟନ୍ତ ଜରୁରୀ । ତେଣୁ ସରକାରଙ୍କର ସ୍କୁଲ ଖୋଲିବା ନିଷ୍ପତ୍ତିକୁ ପୂର୍ଣ୍ଣ ସମର୍ଥନ ଦେଇଛନ୍ତି ଏମ୍ସ ମୁଖ୍ୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା