Masthead

ଘଣ୍ଟି ବାଜିଲା ସ୍କୁଲ ଖୋଲିଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ଖୋଲିଲା ସ୍କୁଲ । କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାମାନଙ୍କ ପାଇଁ ଫିଜିକାଲ କ୍ଲାସ ଆରମ୍ଭ ହୋଇଛି । ସ୍କୁଲରେ ପ୍ରବଶେ ପୂର୍ବରୁ କଡ଼ାକଡ଼ି ଭାବରେ ପାଳନ ହେଉଛି ଗାଇଡ଼ ଲାଇନ୍ । ସ୍କୁଲ କର୍ତୃପକ୍ଷ, ବିଦ୍ୟାର୍ଥୀ, ଅବିଭାବକ ସମସ୍ତେ ଏସ୍ଓପି ମାନିବାକୁ ବାଧ୍ୟ । ସ୍କୁଲ ଖୋଲିବା ପୂର୍ବରୁ କ୍ଳାସରୁମ,ଲାଇବ୍ରେରୀ, ଶୌଚାଳୟକୁ ସାନିଟାଇଜ କରାଯାଇଛି । ପିଲାମାନେ ସ୍କୁଲରେ ମାସ୍କ, ସାନିଟାଇଜର ଓ ସାମାଜିକ ଦୂରତା ରକ୍ଷା କରିବାକୁ ନିର୍ଦ୍ଦେଶ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ