Masthead

କାଲିଠୁ ଖୋଲିବ ସ୍କୁଲ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କାଲିଠୁ ଖୋଲିବ ସ୍କୁଲ । ସକାଳ ସାଢ଼େ ୬ଟାରୁ ୧୧ଟା ଯାଏଁ ହେବ ପାଠପଢ଼ା । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଥିଲା । ତେବେ କାଲିଠୁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ସକାଳୁଆ ସ୍କୁଲ ନେଇ ସୂଚନା ଦିଆଯାଇଛି । ଆବଶ୍ୟକ ସ୍ଥଳରେ ସମୟ ପରିବର୍ତନ କରିପାରିବେ ଜିଲ୍ଲାପାଳ । ଗ୍ରୀଷ୍ମପ୍ରବାହକୁ ଦେଖି ନିଜ ନିଜ ଜିଲ୍ଲାର ସ୍କୁଲର ସମୟ ପରିବର୍ତନ ନେଇ ନିଷ୍ପତି ନେଇପାରିବେ । ସେହିପରି ବିଦ୍ୟାଳୟ ଗୁଡ଼ିକରେ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କରାଇବା ପାଇଁ ସମସ୍ତ ସ୍କୁଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା