Masthead

ଜାନୁୟାରୀରେ ଖୋଲିପାରେ ସ୍କୁଲ, କଲେଜ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନା ମହାମାରୀ ପାଇଁ ଦୀର୍ଘ ଦିନ ହେବ ସ୍କୁଲ କଲେଜ ବନ୍ଦ ରହିଛି । ଡିସେମ୍ବରରେ ଶିକ୍ଷାନୁଷ୍ଠାନ ଖୋଲିବାକୁ ନେଇ ସ୍ୱତନ୍ତ୍ର ରିଲିଫ କମିଶନର ସଙ୍କେତ ଦେଇଥିଲେ । କିନ୍ତୁ କରୋନା ସ୍ଥିତି ସୁଧୁରି ନ ଥିବାରୁ ନୂଆ ବର୍ଷରେ ସ୍କୁଲ, କଲେଜ ଖୋଲିବା ସମ୍ଭାବନା ରହିଛି । ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଏ ନେଇ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ଡିସେମ୍ବରରେ ସ୍କୁଲ ଖୋଲିହେବ ବୋଲି ଏସଆରସି କହିଥିଲେ । କିନ୍ତୁ ବର୍ତ୍ତମାନ ପରିସ୍ଥିତି ଯାହା ଡିସେମ୍ବରରେ ସ୍କୁଲ ଖୋଲିବା ସମ୍ଭବ ନୁହେଁ ।

ଜାନୁୟାରୀରେ ସ୍କୁଲ ଖୋଲିବ । ପ୍ରଥମେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିବାକୁ ପ୍ରାଥମିକତା ଦେବୁ ବୋଲି ସେ କହିଛନ୍ତି । ଯଦି ଜାନୁୟାରୀରେ ସ୍କୁଲ ଖୋଲାଯାଏ, ତେବେ ଛୁଟି ଦିନରେ ବି କ୍ଲାସ ଚାଲିବ । କେବଳ ପର୍ବପର୍ବାଣୀ ଛୁଟିକୁ ଛାଡି ଅନ୍ୟ ଛୁଟି ଦିବସଗୁଡିକରେ କ୍ଲାସ କରାଯିବ ବୋଲି ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି