Masthead

ଅକ୍ଟୋବରରେ ଖୋଲିବ ପ୍ରାଥମିକ ସ୍କୁଲ!

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଅକ୍ଟୋବରରେ ପ୍ରାଥମିକ ବିଦ୍ୟାଳୟ ଖୋଲିବାକୁ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରୁଛନ୍ତି । ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜୁଅର ବା ଏସଓପି ତିଆରି ଚାଲିଛି।

ଆସନ୍ତା ୧୫ ଦିନ ମଧ୍ୟରେ ଯଦି କରୋନା ସଂକ୍ରମଣ ଆଉ ବୃଦ୍ଧି ନ ହୁଏ ତେବେ ‌ଅକ୍ଟୋବର ପ୍ରଥମ ସପ୍ତାହ କିମ୍ବା ଦଶହରା ପରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ କ୍ଲାସରୁମ୍‌ ପାଠପଢ଼ା ଆରମ୍ଭ ହେବ। ସୂଚନାଅନୁସାରେ, ପ୍ରାଥମିକ ବିଦ୍ୟାଳୟର ୬ଷ୍ଠରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ସ୍କୁଲ ଖୋଲିବାକୁ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ(ଓଏସ୍‌ସିପିସିଆର) ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ ମାସକ ତଳେ ଗଣଶିକ୍ଷା ସଚିବ ଅରୁଣ ସାହୁଙ୍କୁ ଚିଠି ଲେଖି ପ୍ରସ୍ତାବ ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ