Masthead

ଆଜିଠୁ ରାଜ୍ୟରେ ଖୋଲିବ ସ୍କୁଲ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ ଖୋଲିବ ସ୍କୁଲ । କିନ୍ତୁ କିଛି ଜିଲ୍ଲାରେ ଗ୍ରୀଷ୍ମପ୍ରବାହକୁ ନଜରରେ ରଖି ଛୁଟିକୁ ବଢାଇଦିଆଯାଇଛି । ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଅନୁଗୁଳ, ସୁବର୍ଣ୍ଣପୁର ଓ ବଲାଙ୍ଗୀରରେ ଗ୍ରୀଷ୍ମ ପ୍ରବାହ ପାଇଁ ଛୁଟି ବଢାଇଛନ୍ତି ଜିଲ୍ଲାପାଳ । କିଛି ଜିଲ୍ଲାରେ ଆସନ୍ତାକାଲିଠୁ ସକାଳୁଆ ସ୍କୁଲ ହେବ । ୨୨ରୁ ୨୪ ତାରିଖ ପର୍ୟ୍ୟନ୍ତ ଜିଲ୍ଲାର ସବୁ ସ୍କୁଲ ସକାଳୁଆ ଚାଲିବ । ସକାଳ ୬ଟା ୩୦ରୁ ୧୦ଟା ପର୍ଯ୍ୟନ୍ତ ପାଠପଢା ହେବ । ସମ୍ବଲପୁର ଜିଲ୍ଲାରେ ମଧ୍ୟ କାଲିଠୁ ଖୋଲିବ ସ୍କୁଲ । ୨୪ ତାରିଖ ଯାଏ ସକାଳ ୬ଟା ୩୦ରୁ ୧୦ଟା ପର୍ୟ୍ୟନ୍ତ ପାଠପଢା ହେବ । ସକାଳ ୯ଟା ୩୦ରୁ ୧୦ଟା ମଧ୍ୟରେ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ମିଳିବ । ୨୬ ତାରିଖରୁ ନିୟମିତ ସମୟ ଅନୁସାରେ ସ୍କୁଲ ଚାଲିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ