Masthead

ପ୍ରବଳ ବର୍ଷା ନେଇ ସତର୍କତା, ୫ ଜିଲ୍ଲାରେ ସ୍କୁଲ ଛୁଟି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବାତ୍ୟା ‘ଦାନା’ ପ୍ରଭାବରେ ରାଜ୍ୟର ବିଭିନ୍ନ ଭାଗରେ ପ୍ରବଳ ବର୍ଷା ଲାଗି ରହିଛି। ମୁଖ୍ୟତଃ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାରେ ବର୍ଷା ଜାରି ରହିଛି । ଫଳରେ ଏହି ସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । କଟକ ଓ ଭୁବନେଶ୍ୱରରେ ସାମାନ୍ୟ ବର୍ଷା ହେଉଥିବା ବେଳେ ଜଗତସିଂହପୁର, କେନ୍ଦ୍ରାପଡ଼ା ଜିଲ୍ଳାରେ ବି ଝିପିଝିପି ବର୍ଷା ହେଉଥିବା ଜଣାଯାଇଛି ।

ଉପରୋକ୍ତ ଜିଲ୍ଲାଗୁଡ଼ିକରେ ଜୋରରେ ପବନ ବହୁଛି । ଆଜି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ସେପଟେ ବର୍ଷା କୁ ଆଖି ଆଗରେ ରଖି ଆଜି ପାଇଁ ୫ଟି ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା ଓ କେନ୍ଦୁଝର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ