Masthead

ସମ୍ବଲପୁର, ଝାରସୁଗୁଡ଼ା ଓ ବଲାଙ୍ଗୀରରେ ଖୋଲିଲା ସ୍କୁଲ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ଆଉ ୩ ଜିଲ୍ଲାରେ ଖୋଲିଲା ସ୍କୁଲ । ସମ୍ବଲପୁର, ଝାରସୁଗୁଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ଆଜିଠୁ ସ୍କୁଲ ଖୋଲିଛି । ଏହି ଜିଲ୍ଲାରେ ୨୪ ତାରିଖ ପର୍ୟ୍ୟନ୍ତ ସକାଳୁଆ ସ୍କୁଲ ହେବ । ସକାଳ ୬ଟା ୩୦ରୁ ୧୦ଟା ଯାଏ ପାଠପଢା ହେବ । ପରେ ୨୬ ତାରିଖରୁ ନିୟମିତ ସମୟାନୁସାରେ ବିଦ୍ୟାଳୟ ଚାଲିବ । ସେହିପରି ଆସନ୍ତାକାଲି, ସୁନ୍ଦରଗଡ଼, ସୁବର୍ଣ୍ଣପୁର, ନୂଆପଡ଼ା ଓ ବରଗଡ଼ ଜିଲ୍ଲାରେ ସ୍କୁଲ ଖୋଲାଯିବା ନେଇ ସେହି ଜିଲ୍ଲାର ଜିଲ୍ଲାପାଳ ନିଷ୍ପତ୍ତି ନେଇଛନ୍ତି । ଗତକାଲି ରାଜ୍ୟରେ ସ୍କୁଲ ଖୋଲିଛି । କିନ୍ତୁ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପଶ୍ଚିମ ଓଡ଼ିଶାରେ ସ୍କୁଲକ ଖୋଲିବା ନିଷ୍ପତ୍ତି ଜିଲ୍ଲାପାଳଙ୍କ ଉପରେ ନ୍ୟସ୍ତ କରିଥିଲା ଗଣଶିକ୍ଷା ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ