Masthead

ସମ୍ବଲପୁର, ଝାରସୁଗୁଡ଼ା ଓ ବଲାଙ୍ଗୀରରେ ଖୋଲିଲା ସ୍କୁଲ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ଆଉ ୩ ଜିଲ୍ଲାରେ ଖୋଲିଲା ସ୍କୁଲ । ସମ୍ବଲପୁର, ଝାରସୁଗୁଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ଆଜିଠୁ ସ୍କୁଲ ଖୋଲିଛି । ଏହି ଜିଲ୍ଲାରେ ୨୪ ତାରିଖ ପର୍ୟ୍ୟନ୍ତ ସକାଳୁଆ ସ୍କୁଲ ହେବ । ସକାଳ ୬ଟା ୩୦ରୁ ୧୦ଟା ଯାଏ ପାଠପଢା ହେବ । ପରେ ୨୬ ତାରିଖରୁ ନିୟମିତ ସମୟାନୁସାରେ ବିଦ୍ୟାଳୟ ଚାଲିବ । ସେହିପରି ଆସନ୍ତାକାଲି, ସୁନ୍ଦରଗଡ଼, ସୁବର୍ଣ୍ଣପୁର, ନୂଆପଡ଼ା ଓ ବରଗଡ଼ ଜିଲ୍ଲାରେ ସ୍କୁଲ ଖୋଲାଯିବା ନେଇ ସେହି ଜିଲ୍ଲାର ଜିଲ୍ଲାପାଳ ନିଷ୍ପତ୍ତି ନେଇଛନ୍ତି । ଗତକାଲି ରାଜ୍ୟରେ ସ୍କୁଲ ଖୋଲିଛି । କିନ୍ତୁ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପଶ୍ଚିମ ଓଡ଼ିଶାରେ ସ୍କୁଲକ ଖୋଲିବା ନିଷ୍ପତ୍ତି ଜିଲ୍ଲାପାଳଙ୍କ ଉପରେ ନ୍ୟସ୍ତ କରିଥିଲା ଗଣଶିକ୍ଷା ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ