Masthead

୨୬ରେ ଖୋଲିବ ସ୍କୁଲ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କମିଛି କରୋନା । ଏହାକ ଦୃଷ୍ଟିରେ ରଖି ରାଜ୍ୟରେ ସ୍କୁଲ, କଲେଜ ଖୋଲିବା ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଜୁଲାଇ ୨୬ ସୋମବାରଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ଖୋଲିବ । ସମସ୍ତ ସରକରୀ ଓ ବେସରକାରୀ ବିଦ୍ୟାଳୟ ଖୋଲିବା ନେଇ ଘୋଷଣା କରାଯାିଛି । ଯେଉଁ ସ୍କୁଲରେ ମାଟ୍ରିକ ପରୀକ୍ଷା ସେଣ୍ଟର ହେଉଛି, ସେଠାରେ ପରୀକ୍ଷା ପରେ ଖୋଲିବ।

ସ୍କୁଲ ସକାଳ ୧୦ଟାରୁ ଦିନ ୧ଟା ୩୦ ଯାଏ ଖୋଲିବ। ଗଣଶିକ୍ଷା ସଚିବ କହିଛନ୍ତି ଯେ, ସ୍କୁଲକୁ ଆସିବା ପିଲାମାନଙ୍କ ଇଚ୍ଛାଧୀନ ରହିବ। ଅଭିଭାବକମାନଙ୍କ ସହ ଆଲୋଚନା କରି ପିଲାମାନେ ସ୍କୁଲ ଆସି ପାରିବେ। ଏଥିସହ ଦଶମ ଓ ଦ୍ଵାଦଶ ସହ ଅନ୍ୟ ଶ୍ରେଣୀ ଅନଲାଇନ ଶିକ୍ଷା ପୂର୍ବ ପରି ଚାଲୁ ରହିବ।

ସ୍କୁଲ ଖୋଲିବା ନିଷ୍ପତ୍ତି ଜିଲ୍ଲାପାଳଙ୍କ ଉପରେ ନ୍ୟସ୍ତ। ଜିଲ୍ଲାପାଳ ନିଜ ଅଞ୍ଚଳରେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ ଖୋଲିବା ନେଇ ଅନୁମତି ଦେବେ। ସ୍କୁଲରେ ଖେଳ ଛୁଟି ଓ ମଧ୍ୟାହ୍ନ ଭୋଜନ ରହିବ ନାହିଁ। ପିଲା ଘରେ ଯାଇ ଖାଇ ପାରିବେ। ରବିବାର ସମସ୍ତ ଏବଂ ସମସ୍ତ ସରକାରୀ ଛୁଟି ଦିନରେ ସ୍କୁଲ ବନ୍ଦ ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ