Masthead

ନାକଟିଦେଉଳରେ ବ୍ଲକ ସ୍ତରୀୟ ବିଜ୍ଞାନ, ଗଣିତ ଏବଂ ପରିବେଶ ମେଳା ଅନୁଷ୍ଠିତ

ନାକଟିଦେଉଳ (ବଡ଼ ଖବର ବ୍ୟୁରୋ):ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ ଅନ୍ତର୍ଗତ ସରାପାଲି ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ବିଜ୍ଞାନ, ଗଣିତ ଏବଂ ପରିବେଶ ମେଳା ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଏହି ମେଳାକୁ ବ୍ଲକ ଶିକ୍ଷା ଅଧିକାରୀ ବିଜୟ କୁମାର ପାତ୍ର ଉଦଘାଟନ କରିଥିଲେ । ଏହି ବିଜ୍ଞାନ ମେଳାରେ ବ୍ଲକର ୧୧୫ଟି ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଅଂଶ ଗ୍ରହଣ କରିଥିବା ବେଳେ ସମୁଦାୟ ୧୯୬ ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ସିନିୟର ବିଭାଗରେ ୪୮, ଜୁନିୟର ବିଭାଗରେ ୬୫ ଏବଂ ସବଜୁନିୟର ବିଭାଗରେ ୮୪ ଟି ବିଜ୍ଞାନ ଭିତ୍ତିକ ପ୍ରକଳ୍ପ ସ୍ଥାନ ପାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା