Masthead

ଅଜଣା ଗାଡି ଧକ୍କାରେ ସ୍କୁଟି ଚାଳକ ମୃତ

ବଡ଼ବିଲ(ବଡ଼ ଖବର ବ୍ୟୁରୋ):ଆଜି ସକାଳୁ ବଡ଼ବିଲ ଥାନା ଅନ୍ତର୍ଗତ ବିର୍ସା ମୁଣ୍ଡା ଚକ ନିକଟ ବଡବିଲ ସାଇଡିଂ ରାସ୍ତାରେ ଏକ ଅଜଣା ଗାଡି ଚାପି ଦେବାରୁ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଥିବା ଜଣା ପଡିଛି। ମୃତକ ଜଣକ ବଡବିଲ ବସ୍ତି ଅଞ୍ଚଳର ଚନ୍ଦ୍ର ମୋହନ ମହନ୍ତ ।

ସୂଚନାନୁସାରେ ଆଜି ସକାଳୁ ସେ ସ୍କୁଟି ଯୋଗେ କଳିଙ୍ଗ ପ୍ଲାଣ୍ଟକୁ ଡ୍ୟୁଟି କରିବାକୁ ଯାଉଥିବା ବେଳେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେବା ସହ ମୁଣ୍ଡ ଉପରକୁ ଚକ ଚଢି ଯାଇଥିଲା। ଫଳରେ ଘଟଣା ସ୍ଥଳରେ ଚନ୍ଦ୍ରଙ୍କ ମୃତ୍ୟୁ ଘଟିଛି। ସୂଚନା ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଫେରାର ଗାଡି ସଂପର୍କରେ କୌଣସି ସୂଚନା ମିଳି ପାରିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି