Masthead

ଚିନ୍ତାବଢାଉଛି ସ୍କ୍ରବ ଟାଇଫସ୍‌, ସୁନ୍ଦରଗଡରେ ୩୦୮ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ସୁନ୍ଦରଗଡ(ବଡ଼ ଖବର ବ୍ୟୁରୋ): ସ୍କ୍ରବଟାଇଫସ୍‌କୁ ନେଇ ବଢୁଛି ଚିନ୍ତା । ସୁନ୍ଦରଗଡରେ ୩୦୮ ଛୁଇଁଲାଣି ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୪ ଆକ୍ରାନ୍ତ । ୨ ଦିନ ତଳେ ବରଗଡରେ ଏହି ରୋଗରେ ଜଣଙ୍କର ମୃତ୍ୟୁ ହୋଇଛି ।

ସୁନ୍ଦରଗଡରେ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ଟିମ୍ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି । ସ୍କ୍ରବଟାଇଫସ୍ ର ସ୍ଥିତିକୁ ନେଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ସ୍ୱାସ୍ଥ୍ୟ ଟିମ୍ । ସଚେତନ ରହି ଦୃଢ ଭାବେ ରୋଗ ସହ ଲଢିବାକୁ ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ