Masthead

ବ୍ୟାପୁଛି ସ୍କ୍ରବ ଟାଇଫସ୍: ସୁନ୍ଦରଗଡ଼ରେ ୧୧ ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ଼(ବଡ଼ ଖବର ବ୍ୟୁରୋ): ସୁନ୍ଦରଗଡ଼ରେ ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ୍ । ଆଜି ପୁଣି ୧୧ ଆକ୍ରାନ୍ତ ଚିହହ୍ନଟ ହୋଇଛନ୍ତି । ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଛି ୧୮୦ । ଏନେଇ ସୂଚନା ନେଲେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଚିର୍ଗସ ନାମକ ଏକ କୀଟ କାମୁଡ଼ିବା ଦ୍ୱାରା ଲେଶକଙ୍କ ଶରୀରରେ ଏହି ସଂକ୍ରମଣ ଆରମ୍ଭ ହୋଇଥାଏ । ପୋଖରୀ, ବିଲ କି ଜଙ୍ଗଲକୁ ଯାଉଥିବା ଲୋକ ଏହି କୀଟ ଦଂଶନର ଶିକାର ହୋଇଥାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ