Masthead

ସୁନ୍ଦରଗଡ଼ରେ ଦ୍ରୁତଗତିରେ ଚିହ୍ନଟ ହେଉଛନ୍ତି ସ୍କ୍ରବ ଟାଇଫସ୍ ପଜିଟିଭ୍

ସୁନ୍ଦରଗଡ଼  (ବଡ଼ ଖବର ବ୍ୟୁରୋ):ଦିନକୁ ଦିନ ବଢିବାରେ ଳାଗିଲାଣି ସ୍କ୍ରବ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା । ସୁନ୍ଦରଗଡ଼ରେ ଦ୍ରୁତଗତିରେ ଚିହ୍ନଟ ହେଉଛନ୍ତି ନୂଆ ପଜେଟିଭ । ବଢୁଛି ସ୍କ୍ରବ  ଆକ୍ରାନ୍ତଙ୍କ ସଂଖ୍ୟା୨୦୦ ଛୁଇଁଲା ସ୍କ୍ରବ ଟାଇଫସ୍ । ସୁନ୍ଦରଗଡ଼ରେ ଆଉ ନୂଆ ୭ ଜଣ ପଜେଟିଭ ଚିହ୍ନଟ ହୋଇଛନ୍ତି  । ଏନେଇ ସୂଚନା ଦେଲେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା