Masthead

ଭିଜିଲାନ୍ସ ଜାଲରେ SDO

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଭିଜିଲାନ୍ସ ଜାଲରେ ସରକାରୀ ବାବୁ। ଗଞ୍ଜାମ ଜିଲ୍ଲା ଡହ ଜଳସେଚନ ଉପଖଣ୍ଡ ପ୍ରକଳ୍ପର SDO ପଞ୍ଚୁ ବେହେରାଙ୍କ ଘରେ ଚଢାଉ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍। ଏକକାଳୀନ ଗଞ୍ଜାମର ୫ଟି ସ୍ଥାନରେ ଚଢାଉ ଚାଲିଛି। ଏହି ଚଢାଉରେ ୩ ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ ଅଧିକାରୀମାନେ ସାମିଲ ଅଛନ୍ତି।  ପଞ୍ଚୁ ବେହେରାଙ୍କ ଭଞ୍ଜନଗର ସ୍ଥିତ ଅଫିସ, ସରକାରୀ ବାସଭବନ, ପୋଲସରା ସ୍ଥିତ ପୈତୃକ ଘର, ଭୀମ ନଗର ସ୍ଥିତ ସମ୍ପର୍କୀୟଙ୍କ ଘର ଏବଂ ବସନ୍ତ ବିହାରରେ ଥିବା ୩ ମହଲା ଘରେ ଚଢାଉ ଚାଲିଛି। ରେଡ୍ ବେଳେ ବହୁ ଗୁରୁତ୍ଵପୂର୍ଣ୍ଣ କାଗଜପତ୍ର ଭିଜିଲାନ୍ସ ହାତରେ ଲାଗିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି