Masthead

ଗଞ୍ଜେଇ ମାଫିଆଙ୍କ ସମ୍ପତ୍ତି ସିଲ

ନବରଙ୍ଗପୁର (ବଡ଼ ଖବର ବ୍ୟୁରୋ):  ଗଞ୍ଜେଇ ମାଫିଆଙ୍କ ସମ୍ପତ୍ତି ସିଲ । ନବରଙ୍ଗପୁର ଜିଲ୍ଲାରେ ଗଞ୍ଜେଇ ମାଫିଆଙ୍କ ବିରୋଧରେ ପୋଲିସ ନେଇଛି କଡା କାର୍ଯ୍ୟାନୁଷ୍ଠାନ । ମାଫିଆଙ୍କର ବେଆଇନ ଭାବେ ଅର୍ଜିତ ପ୍ରାୟ ୪୧ ଲକ୍ଷ ୪୧ ହଜାର ଟଙ୍କାର ସମ୍ପତ୍ତିକୁ ସିଲ କରିଛି ନବରଙ୍ଗପୁର ପୋଲିସ । ଏହି ମାଫିଆମାନେ ବିଭିନ୍ନ ସମୟରେ ରାଜ୍ୟ ସହ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରିଆସୁଥିଲେ । କଲିକତାରେ ମାମଲା ବିଚାର ପରେ ସମ୍ପତ୍ତି ବ୍ୟାଜାପ୍ତି ପାଇଁ ଆଦେଶ ଦେଇଥିଲେ ବିଚାରପତି ।

ସେମାନେ ଏନଡିପିଏସ୍ ମାମଲାରେ ଜଡିତ ଥିବାରୁ ସେମାନଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି । ଗଞ୍ଜେଇ ମାଫିଆମାନଙ୍କର ସମୁଦାୟ ୪୧.୪୧ ଲକ୍ଷ ଅସ୍ଥାବର ସମ୍ପତ୍ତି ଜବତ କରିବା ସହ ଅର୍ଥନୈତିକ ତଦନ୍ତ ଚାଲୁ ରହିଛି । ମାଫିଆମାନେ ହେଲେ ଉମରକୋଟ ବ୍ଲକ ଚିକଲପଦର ଗ୍ରାମର ଦିନେଶ ବିଶ୍ୱାସ ଅନ୍ୟ ଜଣେ ବୁର୍ଜା ଗ୍ରାମର ଦିନେଶ ଭଦ୍ରା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା