ଡିଜିପି/ଆଇଜିପି ସମ୍ମିଳନୀର ଦ୍ଵିତୀୟ ଦିନ, ୧୨ ଘଣ୍ଟା ଧରି ଚାଲିବ ମାନସମନ୍ଥନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ପୁଲିସ ମହାନିର୍ଦ୍ଦେଶକଙ୍କ ମେଳି। ପ୍ରତି ରାଜ୍ୟରୁ ଆସିଥିବା ଡିଜିପି ଓ ଆଇଜିପିଙ୍କୁ ନେଇ ଗତକାଲିଠାରୁ ଆରମ୍ଭ ହୋଇସାରିଛି ଗୁରୁତ୍ବପୂର୍ଣ୍ଣ ବୈଠକ। ଆଜି ଦ୍ବିତୀୟ ଦିନରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବ। ଦେଶବ୍ୟାପୀ ବଢ଼ୁଥିବା ସାଇବର ଅପରାଧ ଓ ଆଧୁନିକ ଜ୍ଞାନକୌଶଳ, ଉପକୂଳ ସୁରକ୍ଷା, ପୁଲିସ ନେତୃତ୍ବ ଏବଂ ଜାତୀୟ ସୁରକ୍ଷା ପ୍ରସଙ୍ଗରେ ଆଲୋଚନା ହେବ। ଏହାସହ ନୂତନ ଭାବେ କାର୍ୟ୍ୟକାରୀ ହୋଇଥିବା ୩ ଅପରାଧିକ ଆଇନ ସମ୍ପର୍କରେ ଆଲୋକପାତ ହେବ।

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେବେ। ଏହି ଅବସରରେ ଜାତୀୟ ସୁରକ୍ଷା ସମ୍ବନ୍ଧୀୟ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବ। ଲୋକସେବା ଭବନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଏନଏସଏ ଅଜିତ ଡୋଭାଲ ମଧ୍ୟ ଉପସ୍ଥିତ ଅଛନ୍ତି। ଆଭ୍ୟନ୍ତରୀଣ ସୁରକ୍ଷା, ନକ୍ସଲ ଦମନ ଆଦି ପ୍ରସଙ୍ଗରେ ଆଲୋଚନା ହେବ। ବିଶେଷ କରି ସାଇବର ଅପରାଧ ଭଳି ଏକାଧିକ ସମସ୍ୟା ଉପରେ ମାନସମନ୍ଥନ କରାଯିବ। ଆଜି ଦ୍ଵିତୀୟ ଦିନରେ ୧୨ ଘଣ୍ଟା ଧରି ବିଚାର ବିମର୍ଶ ଚାଲିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’