ଶିମିଳିପାଳ ବୁଲିବେ ମହାମହିମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଭଞ୍ଜମାଟିରେ ମୟୂରଭଞ୍ଜ ଝିଅ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୩ ଦିନିଆ ଓଡ଼ିଶା ଗସ୍ତର ଆଜି ଦ୍ୱିତୀୟ ଦିନ । ସକାଳ ୮ ଟା ୪୦ ମିନିଟ ସମୟରେ ଦାଣ୍ଡବୋଶରେ ପହଞ୍ଚିବେ ରାଷ୍ଟ୍ରପତି । ସେଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ।

ସେଠାରୁ ୯ଟା ୧୫ରେ ହେଲିପ୍ୟାଡ୍ ଯୋଗେ ଯଶିପୁର ଯିବେ । ଦିନ ୧୦ଟାରେ ଶିମିଳିପାଳ ଅଭୟାରଣ୍ୟ ପରିଦର୍ଶନ କରିବେ । ଅପରାହ୍ନରେ ବାରିପଦା ଗେଷ୍ଟ ହାଉସରେ ବିଭିନ୍ନ ବର୍ଗର ଲୋକଙ୍କୁ ଭେଟିବେ । ରାତ୍ରିଭୋଜନ ପରେ ସେଠାରେ ବିଶ୍ରାମ ନେବେ ମହାମହିମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ