Masthead

ବଜେଟ ଅଧିବେଶନର ଦ୍ୱିତୀୟ ଦିନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବଜେଟ ଅଧିବେଶନର ଦ୍ୱିତୀୟ ଦିନ। ଦ୍ୱିତୀୟ ଦିନରେ ଚାଷୀ ପ୍ରସଙ୍ଗକୁ ନେଇ ଗୃହ ହୁଲସ୍ତୁଲ ହୋଇପାରେ। ରାଜ୍ୟରେ ଧାନ କିଣା ଅବ୍ୟବସ୍ଥା, ମଣ୍ଡି ସମସ୍ୟା, କଟଣୀ ଛଟଣୀ ନେଇ ରାଜ୍ୟରେ ଚାଷୀ ହନ୍ତସନ୍ତ ହେଉଥିବାରୁ ଏହାକୁ ନେଇ ସରକାରଙ୍କୁ ଘେରିବେ ଦୁଇ ବିରୋଧୀ ବିଜେଡି ଓ କଂଗ୍ରେସ। ଦ୍ୱିତୀୟ ଦିନ ଗୃହ ଆରମ୍ଭରୁ ଚାଷୀ ତାତି ଦେଖିବାକୁ ମିଳିପାରେ।

ସେହିଭଳି କୃଷି ଓ କୃଷକ ସଶକ୍ତିକରଣ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ, ସମବାୟ, ଶକ୍ତି, ବ୍ୟୟନ ଶିଳ୍ପ, msme, ଓ ବିଜ୍ଞାନ କାରିଗରୀ ବିଭାଗର ପ୍ରଶ୍ନକାଳ ରହିଛି । ଶୂନ୍ୟକାଳରେ ଉଭୟ ବିରୋଧୀ ଓ ଶାସକ ଦଳର ସଦସ୍ୟମାନେ ଗୃହରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇବେ। କଂଗ୍ରେସ ପକ୍ଷରୁ ଧାନ ମଣ୍ଡି ସମସ୍ୟା ନେଇ ମୁଲତବୀ ପ୍ରସ୍ତାବ ଦିଆଯିବ। ଚାଷୀ ପ୍ରସଙ୍ଗଜୁ ଉଭୟ ଦଳ ମୁଖ୍ୟ ପ୍ରସଙ୍ଗ କରି ଗୃହକୁ ଆସୁଥିବାରୁ ପ୍ରଶ୍ନକାଳ ସ୍ୱାଭାବିକ ଚାଲିବ କି ନାହିଁ ତାକୁ ନେଇ ପ୍ରଶ୍ନବାଚୀ ସୁଷ୍ଟି ହୋଇଛି l

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ 🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ