Masthead

କାଲିଠୁ ସଂସଦର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କାଲିଠୁ ସଂସଦର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ । ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ ରହିବ ମୋଟ ୧୭ଟି କାର୍ଯ୍ୟଦିବସ । ଏହା ଏପ୍ରିଲ ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଏକ ମାସର ବ୍ୟବଧାନ ପରେ ବଜେଟ୍ ଅଧିବେଶନ ପୁଣି ଆରମ୍ଭ ହେବାକୁ ଯାଉଥିବାରୁ ଅଧିବେଶନ କାଳରେ ବିଭାଗୀୟ ସଂସଦୀୟ ସ୍ଥାୟୀ କମିଟି, ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗୀୟ ଅନୁଦାନ ସମ୍ପର୍କିତ ଆଲୋଚନା ହେବ। ସଂସଦର ବଜେଟ୍ ଅଧିବେଶନ ଗତ ଜାନୁଆରୀ ୩୧ରୁ ଆରମ୍ଭ ହୋଇଥିଲା। ସଂସଦ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃଆରୀ ୧୩ ପର୍ଯ୍ୟନ୍ତ ଚାଲିଥିଲା। ଏହି ଅବଧିରେ ସମୁଦାୟ ୧୦ଟି କାର୍ଯ୍ୟଦିବସ ରହିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ